ବଲାଙ୍ଗୀର :-(ସନ୍ତୋଷ ପଟ୍ଟନାୟକ )ଅଭ୍ୟାସଗତ କଫସିରପ ବେପାରୀ କୃପା ସାହୁକୁ ରାଜୀବନଗରରୁ ବଲାଙ୍ଗିର ଟାଉନପୋଲିସ ଗିରଫ କରିଛି। ଅଭିଯୁକ୍ତଠାରୁ ନଗଦ ୩୯ ହଜାର ଟଙ୍କା ସହ ୬ବୋତଲ କଫସିରଫ, ଆଲଡ୍ରାକ୍ସ ଟ୍ୟାବଲେଟ ଜବତ ହୋଇଛି। କଫସିରଫରେ ବଟିକା ମିଶାଇ ବିକୁଥିଲେ। ପୂର୍ବରୁ…
ବଲାଙ୍ଗୀର :-(ସନ୍ତୋଷ ପଟ୍ଟନାୟକ /ମୁନ୍ନା ଗୌଡ଼) ବଡ଼ ଧରଣର ଡ଼କାୟତି କରିବା ଫେଲ ମାରିଲା ଡକାୟତି ଯୋଜନା। ପ୍ଲାନକୁ ଅନଜାମ୍ ଦେବା ପୂର୍ବରୁ ମାଡିବସିଲା ପୋଲିସ,ଅପରାହ୍ନରେ ବଲାଙ୍ଗିର ରାଜୀବନଗରରେ ଡକାୟତି ଯୋଜନା କରୁଥିଲେ ୬ ଜଣ। ଖବରପାଇ ପୋଲିସ ପହଞ୍ଚିବା ପରେ…
ତୁରେକେଲା ରୁ ଓଡ଼ିଶା ବ୍ୟୁରୋ ମୁଖ୍ୟ ସନ୍ତୋଷ କୁମାର ପଟ୍ଟନାୟକ ଙ୍କ ସହିତ ବଲାଙ୍ଗୀର ରୁ ମୁନା ଗୌଡ଼ ଙ୍କ ରିପୋର୍ଟ୍ ଶ୍ରୀ କ୍ଷେତ୍ର ଲାଇଭ* ତୁରେକେଲା ଥାନା ଅଞ୍ଚଳରେ ଜଣେ ନାବାଳିକା କୁ ଗଣ ଦୁଷ୍କର୍ମ ହୋଇଥିବା ଭିଡ଼ିଓ ଭାଇରାଲ…
ଟିଟିଲାଗଡ ରୁ ଓଡ଼ିଶା ବ୍ୟୁରୋ ମୁଖ୍ୟ ସନ୍ତୋଷ କୁମାର ପଟ୍ଟନାୟକ ରିପୋର୍ଟ୍ ଶ୍ରୀ କ୍ଷେତ୍ର ଲାଇଭ ନବମ ଶ୍ରେଣୀ ଛାତ୍ରୀ ଙ୍କୁ ଗଣ ଦୁଷ୍କର୍ମ ବଲାଙ୍ଗିର ଜିଲ୍ଲା ତୁରେକେଲା ଥାନା ଅଂଚଳ ର ଏକ ସ୍କୁଲ୍ ରେ ଗଣଦୁଷ୍କର୍ମ, ଗଣ ଦୁଷ୍କର୍ମ…
ଯାଜପୁର ରୁ ଓଡ଼ିଶା ବ୍ୟୁରୋ ମୁଖ୍ୟ ସନ୍ତୋଷ କୁମାର ପଟ୍ଟନାୟକ ରିପୋର୍ଟ୍ ଶ୍ରୀ କ୍ଷେତ୍ର ଲାଇଭ ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ଯାଜପୁର ବିରଜା ମନ୍ଦିର ଗସ୍ତରେ ଆସିଛନ୍ତି। ସମଗ୍ର ଜିଲ୍ଲାବାସୀ ମହାମହିମ ରାଷ୍ଟ୍ରପତିଙ୍କୁ ଗସ୍ତକୁ ନେଇ…
ଖଜୁରିପଡ଼ା ବ୍ଲକ୍ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍ ଖୁଣ୍ଟରୁ ଏକ ତାର ଖସିଯାଇ ବିଲ ମଝିରେ ପଡି ରହିଥିଲା। ଉଦୟ ଚରଣ ଜାନୀଙ୍କ ୩ ଏବଂ ଅଙ୍ଗଦ ଜାନୀଙ୍କ…
କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା ପଞ୍ଚାୟତର ତୀର୍ଥକ୍ଷେତ୍ର ଋଷିମାଳରେ ପହଞ୍ଚି ସେଠାରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟକୁ ବୁଲି ଦେଖିଥିଲେ। ପରେ…
ସଡ଼କ ଦୁର୍ଘଟଣା ହ୍ରାସ ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ ଏକ ହୃଦୟ ବିଦାରକ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୫ଜଣ ଯୁବକଙ୍କ ଶୋଚନୀୟ ମତ୍ୟୁ ଘଟିଛି।ସେହିପରି ଜଣେ…
ସରିଲା ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ । ୧୦ ବିଭାଗର ୧୨ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ର ମୋହର । ବୈଠକ ପରେ ଏନେଇ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ । ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି…
ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା।ଏହି ଘଟଣାକୁ ନେଇ ବିଦ୍ୟାଳୟରୁ ସମ୍ପୃକ୍ତ ଛାତ୍ରଙ୍କୁ ଟିସି ଦେଇ ବାହାର କରିବା ଦାବି କରି ଅଭିଭାବକମାନେ ସ୍କୁଲ ଗେଟ୍ରେ ତାଲା ପକାଇ ଧାରଣାରେ…