ଆମ ବସ୍ ଧକ୍କାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ |

ଆମ ବସ୍ ଧକ୍କାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି । ବାଣୀବିହାର – ରସୂଲଗଡ଼ ରାସ୍ତାର ସତସଙ୍ଗ ବିହାର-ବାଣୀବିହାର ମଝିରେ ଏହି ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି ଏବଂ ସ୍ଥାନୀୟ ଲୋକେ…

ଫିଲ୍ମ ଷ୍ଟାଇଲରେ କିଡ୍‌ନାପ୍‌, ଗୋଡାଇ ଗୋଡାଇ ଧରିଲା ପୋଲିସ,ଭଦ୍ରକରେ କାଜୁ ବ୍ୟବସାୟୀଙ୍କୁ କିଡନାପ୍ ଉଦ୍ୟମ

ଆଜି ଭଦ୍ରକରେ ଜଣେ କାଜୁ ବ୍ୟବସାୟୀଙ୍କୁ ବିଚ୍ ରାସ୍ତାରୁ କିଛି ଦୃବୁର୍ତ ଫିଲ୍ମ ଷ୍ଟାଇଲରେ ବୋଲେରୋରେ ଅପହରଣ କରି ନେଉଥିବାବେଳେ ସହରାଂଚଳ ଥାନା ପୁଲିସ୍ ପହଂଚି ବୋଲେରୋକୁ ଗୋଡାଇ ଧରିବା ସହ ଅପହୃତାଙ୍କୁ ଉଦ୍ଧାର କରିଛି। ପ୍ରାପ୍ତ ସୂଚନା ଅନୁସାରେ ଦିବା…

ଗୋରୁ ବୋଝେଇ ମାରୁତି ଭ୍ୟାନ୍‌କୁ ପୋଡିଦେଲେ ଉତ୍ୟକ୍ତ ଲୋକେ, ୬ ଗୋରୁ ଉଦ୍ଧାର

ପୁଲିସ୍ ଯେତେ ସଜାଗ ହେଲେ ମଧ୍ୟ ଭଦ୍ରକ ଜିଲାରେ ଗୋ ମାଫିଆଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି। ଚୋରା ଗୋ ଚାଲାଣକୁ ରୋକିବା ଦିଗରେ ଜିଲା ଆରକ୍ଷୀ ଅଧୀକ୍ଷକ ମନୋଜ ରାଉତ ସ୍ୱତନ୍ତ୍ର ସ୍କ୍ୱାର୍ଡ ଗଠନ କରି ବିଭିନ୍ନ ସ୍ଥାନରେ ଚଢାଉ କରିଥିଲେ…

ବାଣପୁର ଉପକାରାଗାରରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ |

ବାଲୁଗାଁ : ବାଣପୁର ଉପକାରାଗାରରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ । ମୃତକ ଜଣକ ବାଣପୁର ଥାନା ବାହାଡାଖୋଲା ଶାନ୍ତିନଗରର ଶଠ ରାଉତରାୟ । ତାଙ୍କ ବୟସ ୮୫ ବର୍ଷ ବୋଲି ଜଣାପଡ଼ିଛି । କଏଦୀ ଜଣକ ବ୍ରହ୍ମପୁର ଏମକେସିଜି ମେଡିକାଲ ଚିକିତ୍ସିତ ହୋଇ…

ଟ୍ରାଫିକ୍ ରେ ମ୍ୟୁଜିକ୍ ମଜା, ଭୁବନେଶ୍ୱରର ବିଭିନ୍ନ ଟ୍ରାଫିକ ସିଗ୍ନାଲରେ ବାଜୁଛି ମ୍ୟୁଜିକ |

ଭୁବନେଶ୍ୱର : ଟ୍ରାଫିକ୍ ସିଗନାଲରେ ମ୍ୟୁଜିକ୍ ମଜା । ଭିଡ଼ ଭିତରେ ଟ୍ରାଫିକ ସିଗ୍ନାଲରେ ବାଜୁଛି ସୁମଧୁର ଧୁନ୍ । ଖରା କି ବର୍ଷା ଟ୍ରାଫିକ ପୋଷ୍ଟରେ ମଜା ନେଉଛନ୍ତି ଲୋକ । ଭୁବନେଶ୍ୱରର ବିଭିନ୍ନ ଟ୍ରାଫିକ ସିଗ୍ନାଲ ରେ ବାଜୁଛି ମ୍ୟୁଜିକ।…

ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୫ତମ ଜୟନ୍ତୀରେ ମାଲ୍ୟାର୍ପଣ ଓ ପୂଜ୍ୟ ପୂଜା ଅନୁଷ୍ଠିତ

ଜିଲ୍ଲା ପ୍ରଶାସନ ତରଫରୁ ରବିବାର ଦିନ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୫ତମ ଜୟନ୍ତୀ ମାଲ୍ୟାର୍ପଣ ଓ ପୂଜ୍ୟ ପୂଜା ଅନୁଷ୍ଠିତ l ପୂର୍ବାହ୍ନ ସାତ ଘଟିକା ସମୟରେ ରାୟଗଡ଼ବାସୀ ଗଜପତି ଛକସ୍ଥିତ ଗଜପତି ମହାରାଜାଙ୍କ ପ୍ରତିମୂର୍ତ୍ତି ନିକଟରେ ସମାଗମ…

ବାରୋ ପଂଚାୟତ କାର୍ଯ୍ୟାଳୟରୁ ଚୋରି ସାମଗ୍ରୀ ଜବତ : ୪ ଗିରଫ |

ଭଦ୍ରକ ଜିଲ୍ଲା ତିହିଡି଼ ଥାନା ଅଧୀନ ବାରୋ ପଂଚାୟତ କାର୍ଯ୍ୟାଳୟରୁ ବିଭିନ୍ନ ସାମଗ୍ରୀ ଚୋରି ହୋଇଥିଲା । ତିହିଡି଼ ପୋଲିସ ଶନିବାର ଏହି ସାମଗ୍ରୀକୁ ଜବତ କରିବା ସହ ଚୋରିରେ ସମ୍ପୃକ୍ତ ଥିବା ୪ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ହୁତୁ ହୁତୁ ହୋଇ ଜଳିଗଲା ଗୋରୁ ବୋଝେଇ କାର୍ |

ଭଦ୍ରକରେ ଗୋମାଫିଆଙ୍କର ପ୍ରାଦୁର୍ଭାବ ଥମିବା ପରିବର୍ତେ ବଢିବାରେ ଲାଗିଛି। ଏହି ଜିଲାର ବିଭିନ୍ନ ଥାନାରେ ପୂର୍ବରୁ ଦାୟିତ୍ୱରେ ଥିବା ଥାନାଧିକାରୀ ମନୋଜ ରାଉତ ଏବେ ଜିଲା ଆରକ୍ଷୀ ଅଧୀକ୍ଷକ ଭାବେ ଯୋଗଦେବା ପରେ ତାଙ୍କର ପ୍ରଥମ କାର୍ଯ୍ୟାନୁଷ୍ଠାନ ଗୋମାଫିଆଙ୍କ ଉପରେ ଚଡକ…

ଭୁଲ୍ ଇଞ୍ଜେକସନ୍ ନେଇଗଲା ପୁଅର ଜୀବନ,ବାସୁଦେବପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭଙ୍ଗାରୁଜା |

ବାସୁଦେବପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଘଟିଛି ଏକ ଅଭାବନୀୟ କାଣ୍ଡ। ଡାକ୍ତରଙ୍କ ଭୁଲ ଇଂଜେକସନ ଯୋଗୁଁ ଜଣେ ୧୫ ବର୍ଷ ନାବାଳକର ଜୀବନ ଚାଲିଯାଇଥିବାର ଅଭିଯୋଗ କରିଛନ୍ତି ପରିବାର ଲୋକେ। ଏହି ଘଟଣାକୁ ନେଇ ବାସଦେବପୁର ଡାକ୍ତରଖାନାରେ ଉତେଜନା ଦେଖାଦେଇ ଉତ୍ୟକ୍ତ ଲୋକ…

ସଂପୂର୍ଣ୍ଣ ନିଆରା ଭିନ୍ନ ସ୍ବାଦର ପାରମ୍ପରିକ ଖାଦ୍ୟ ପ୍ରସ୍ତୁତ ଏବଂ ପରିବେଷଣର ଲୋକପ୍ରିୟ ସଂସ୍ଥା :” ଇନ୍ ଟାଇମ୍ ଆଣ୍ଡ କ୍ୟାଟ୍ରିଙ୍ଗ “

ଏକ ବିଂଶ ଶତାବ୍ଦୀରେ ମଣିଷ ଯେଉଁଠି ମଙ୍ଗଳ ଅଭିଯାନ କରିଛି । ଏଇ ମଣିଷ ଯେଉଁଠି ଜହ୍ନ ରାଇଜରେ ଜାଗା କିଣି ଘର ତିଆରି କରିବାବାର ପରିକଳ୍ପନା କରିଛି ।। ଯେଉଁଠି ସହରି ସଭ୍ୟତାରେ ବିଭିନ୍ନ ଧାତୁ ପାତ୍ର ଯଥା ତମ୍ବା,…

error: Content is protected !!