ବଲାଙ୍ଗିର ରେ କଫସିରପ ବେପାରୀ ଗିରଫ |

ବଲାଙ୍ଗୀର :-(ସନ୍ତୋଷ ପଟ୍ଟନାୟକ )ଅଭ୍ୟାସଗତ କଫସିରପ ବେପାରୀ କୃପା ସାହୁକୁ ରାଜୀବନଗରରୁ ବଲାଙ୍ଗିର ଟାଉନପୋଲିସ ଗିରଫ କରିଛି। ଅଭିଯୁକ୍ତଠାରୁ ନଗଦ ୩୯ ହଜାର ଟଙ୍କା ସହ ୬ବୋତଲ କଫସିରଫ, ଆଲଡ୍ରାକ୍ସ ଟ୍ୟାବଲେଟ ଜବତ ହୋଇଛି। କଫସିରଫରେ ବଟିକା ମିଶାଇ ବିକୁଥିଲେ। ପୂର୍ବରୁ…

*ନାବାଳିକା ଗଣ ଦୁଷ୍କର୍ମ ଘଟଣା, ଅଧିକ ତଦନ୍ତ ପାଇଁ ତୁରେକେଲା ପହଞ୍ଚି ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ , ୬ ଜଣଙ୍କୁ ଗିରଫ କରିଥିବା ସୂଚନା ଦେଲେ ଆଇଜି *

ତୁରେକେଲା ରୁ ଓଡ଼ିଶା ବ୍ୟୁରୋ ମୁଖ୍ୟ ସନ୍ତୋଷ କୁମାର ପଟ୍ଟନାୟକ ଙ୍କ ସହିତ ବଲାଙ୍ଗୀର ରୁ ମୁନା ଗୌଡ଼ ଙ୍କ ରିପୋର୍ଟ୍ ଶ୍ରୀ କ୍ଷେତ୍ର ଲାଇଭ* ତୁରେକେଲା ଥାନା ଅଞ୍ଚଳରେ ଜଣେ ନାବାଳିକା କୁ ଗଣ ଦୁଷ୍କର୍ମ ହୋଇଥିବା ଭିଡ଼ିଓ ଭାଇରାଲ…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ।

ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ ଏକ ତାର ଖସିଯାଇ ବିଲ ମଝିରେ ପଡି ରହିଥିଲା। ଉଦୟ ଚରଣ ଜାନୀଙ୍କ ୩ ଏବଂ ଅଙ୍ଗଦ ଜାନୀଙ୍କ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ।

କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା ପଞ୍ଚାୟତର ତୀର୍ଥକ୍ଷେତ୍ର ଋଷିମାଳରେ ପହଞ୍ଚି ସେଠାରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟକୁ ବୁଲି ଦେଖିଥିଲେ। ପରେ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର

ସଡ଼କ ଦୁର୍ଘଟଣା ହ୍ରାସ ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ ଏକ ହୃଦୟ ବିଦାରକ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୫ଜଣ ଯୁବକଙ୍କ ଶୋଚନୀୟ ମତ୍ୟୁ ଘଟିଛି।ସେହିପରି ଜଣେ…

୧୦ ବିଭାଗର ୧୨ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ର ମୋହର।

ସରିଲା ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ । ୧୦ ବିଭାଗର ୧୨ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ର ମୋହର । ବୈଠକ ପରେ ଏନେଇ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ । ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି…

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ ¡

ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା।ଏହି ଘଟଣାକୁ ନେଇ ବିଦ୍ୟାଳୟରୁ ସମ୍ପୃକ୍ତ ଛାତ୍ରଙ୍କୁ ଟିସି ଦେଇ ବାହାର କରିବା ଦାବି କରି ଅଭିଭାବକମାନେ ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ…

ବିଶ୍ୱ ବ୍ୟାଙ୍କ ଠାରୁ ଋଣ କରିବାକୁ ଚାହୁଁଛନ୍ତି କି
ରାଜ୍ୟ ସରକାର: ବିଜେଡି

ନିକଟରେ ବିଶ୍ୱ ବ୍ୟାଙ୍କ ସମୂହ ସଭାପତି ତାଙ୍କ ଟିମ ଓ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀଙ୍କ ମଧ୍ୟରେ ହୋଇଥିବା ବୈଠକକୁ ନେଇ ପ୍ରଶ୍ନ ଉଠାଇଛି ବିଜୁ ଜନତା ଦଳ । ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ଼ ଲେନିନ ମହାନ୍ତି…

ବିପୁଳ ପରିମାଣର ନିଶାଦ୍ରବ୍ୟ ଜବତ |

ମାଲକାନଗିରି: ମାଲକାନଗିରି ସହରରେ ଆଜି ଦେଖିବାକୁ ମିଳିଛି ଜିଲ୍ଲା ପ୍ରଶାସନର କଡା ଆଭିମୁଖ୍ୟ। ଖାଦ୍ୟ ନିରାପତ୍ତା ବିଭାଗ, ଅବକାରୀ ଟିମ୍ ଏବଂ ପୌର ପରିଷଦର ମିଳିତ ସହଯୋଗରେ ଆଜି ସହରର ବିଭିନ୍ନ ଦୋକାନ ଓ ଗୋଦାମ ଉପରେ ଚଢାଉ କରାଯାଇଛି। ଖାଦ୍ୟ…

ପିୟୁସିସି ପ୍ରମାଣପତ୍ର ଦେଲେ ଜରିମାନା ଛାଡ |

ପିୟୁସିସି ପ୍ରମାଣପତ୍ର ଦେଲେ ଜରିମାନା ଛାଡକଟକ: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଖବର। ଆଶ୍ୱସ୍ତି ଦେଲାପରିବହନ ବିଭାଗ। ଗାଡ଼ିର ପ୍ରଦୂଷଣନିୟନ୍ତ୍ରଣ ସାର୍ଟିଫିକେଟ୍ (ପିୟୁସିସି) ପାଇଁଲୋକେ ହନ୍ତସନ୍ତ ହେଉଥିବା ବେଳେ ବଡ଼ଘୋଷଣା କରିଛି ପରିବହନ ବିଭାଗ ।ଲୋକେ ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣସାର୍ଟିଫିକେଟ୍ ବାହାର…

error: Content is protected !!