ଭୁବନେଶ୍ୱର, ୧୫/୦୫: ରାଜ୍ୟରେ ପ୍ରାକୃତିକ ତୈଳ ଜନସାଧାରଣ ମାନଙ୍କ ପାଇଁ ଉପଲବ୍ଧ କରିବା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଗୁରୁତ୍ୱାରୋପ କରିଛି । ଏହି ଉଦ୍ଦେଶ୍ୟରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ…
ଭୁବନେଶ୍ୱର, ୧୫/୦୫: ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପର ପୁନରୁଦ୍ଧାର ଏବଂ ଏହାର ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେବାକୁ ଯାଉଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଦିନ ସଂସ୍କୃତି ଭବନଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ଆଲୋଚନା ଚକ୍ରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ…
ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବ୍ଲକ ଧାତୁକ ପଞ୍ଚାୟତ ଅନ୍ତର୍ଗତ ସଦର ଧାତୁକ ଗ୍ରାମରେ ବଜ୍ରାଘାତରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇ ଜଣ ଦୀର୍ଘ ସମୟ ଧରି ଅଚେତ ଅବସ୍ଥାରେ ପଡ଼ି ରହିଥିବା ଘଟଣା ସମଗ୍ର ଅଞ୍ଚଳରେ ଶୋକର ଛାୟା…
ଭାରତ-ରୁଷିଆ ମିଳିତ ଆନୁକୂଲ୍ୟରେ ରୁଷିଆର ଏଲିସ୍ଥାଠାରେ ଭାରତୀୟ ସଂସ୍କୃତି ଦିବସ ପାଳନ ହୋଇଯାଇଛି । ଏଥିରେ ବାଲୁକା କଳା ପ୍ରଦର୍ଶନ କରିବା ପାଇଁ ନିମନ୍ତ୍ରିତ ହୋଇଛନ୍ତି ଓଡ଼ିଆ ପୁଅ। ସେ ହେଲେ ବଲାଙ୍ଗିର ସହରରେ ରହୁଥିବା ଶିକ୍ଷକ ତଥା ଆନ୍ତର୍ଜାତୀୟ ବାଲୁକା…
କଳାହାଣ୍ଡି (ସନ୍ତୋଷ କୁମାର ପଟ୍ଟନାୟକ),କୋକସରା ବ୍ଲକ୍, ମୂଷାପାଲି ଗ୍ରାମରେ ଦେଖିବାକୁ ମିଳିଛି ପାନୀୟ ଜଳ ସମସ୍ୟାର ଏକ କରୁଣ ଚିତ୍ର। ମୋଟର ଅଛି, ଓଭର ହେଡ୍ ପାଣି ଟାଙ୍କି ନିର୍ମାଣ କରା ଯାଇଛି, ପାଇପ୍ ଲାଇନ୍ ମଧ୍ୟ ବିଛା ଯାଇଛି କିନ୍ତୁ…
ଟିଟିଲାଗଡ – (ସନ୍ତୋଷ କୁମାର ପଟ୍ଟନାୟକ)ଟିଟିଲାଗଡ ସହରରେ ଦିନକୁ ଦିନ ଟ୍ରାଫିକ ସମସ୍ୟା ଉପୁଜୁଥିଲା, ଏହାକୁ ଦୃଷ୍ଟିରେ ରଖି ପୌର ପରିଷଦ ପକ୍ଷରୁ ସହରର ବିଭିନ୍ନ ସରକାରୀ ଜବର ଦଖଲ କରିଥିବା ଅଞ୍ଚଳକୁ ଖାଲି କରାଯାଉଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ସକାଳ…
ଲାଞ୍ଜିଗଡ,୧୪/୫(ରମେଶ ଚନ୍ଦ୍ର ନାୟକ) : କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଛାତ୍ର ଛାତ୍ରୀ ସିବିଏସଇ ଦ୍ୱାଦଶ ପରୀକ୍ଷାରେ ଚମତ୍କାର ସଫଳତା ହାସଲ କରିଛନ୍ତି I ପ୍ରତିବର୍ଷ ପରି ଏ ବର୍ଷ ମଧ୍ୟ ଲାଞ୍ଜିଗଡ଼ ସ୍ଥିତ ଡିଏଭି ବେଦାନ୍ତ…
ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ପ୍ରେମ ଜାଲରେ ଫସାଇ ତାଙ୍କ ସହ ଗଣଦୁଷ୍କର୍ମ କରାଯାଇଥିବା ନେଇ ଇନ୍ଫୋଭ୍ୟାଲି ଥାନାରେ ଏତଲା ରୁଜୁ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ୪…
ସାଧାରଣ ଲୋକଙ୍କ ରୋଷେଇରେ ପୁଣି ମହଙ୍ଗା ମାଡ଼ । ଦେଶରେ ସବୁଠୁ ବଡ ନାମି କମ୍ପାନୀ ଅମୂଲ ସାରା ଦେଶରେ ଏକ ଲିଟର କ୍ଷୀର ମୂଲ୍ୟ ପିଛା ୨ଟଙ୍କାକୁ ବୃଦ୍ଧି କରିଛି । ଏହି ନୂଆ ଦର ୧୪ ମେ ଠାରୁ…
ଭୁବନେଶ୍ୱର: ପୁରୀ ଏବଂ କୋରାପୁଟକୁ ସଂଯୋଗ କରୁଥିବା ଏକ ନୂତନ ଏକ୍ସପ୍ରେସ୍ ଟ୍ରେନ୍ ଖୁବ୍ ଶୀଘ୍ର ଚଳାଚଳ ଆରମ୍ଭ କରିବ। ଏନେଇ ବୁଧବାର ଦିନ ଓଡ଼ିଶା ସରକାର ଘୋଷଣା କରିଛନ୍ତି। ରେଳ ମନ୍ତ୍ରଣାଳୟ ଏହି ସେବାକୁ ଅନୁମୋଦନ କରିଛି।ମୁଖ୍ୟମନ୍ତ୍ରୀ ମୋହନ ଚରଣ…