ପୁରୀ ଶ୍ରୀ ମନ୍ଦିର ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ପାଈଁ କଣ୍ଟାମାଳ ରୁ ରଥ  ଗଛ ଅନୁକୂଳ

ଟିଟିଲାଗଡ଼ ରୁ ଓଡିଶା ବ୍ୟୟୁରୋ ମୁଖ୍ୟ ସନ୍ତୋଷ କୁମାର ପଟ୍ଟନାୟକ ଙ୍କ ରିପୋର୍ଟ ଶ୍ରୀ କ୍ଷେତ୍ର ଲାଇଭ କଣ୍ଟାମାଳ: ପୁରୀରେ ହେବାକୁ ଥିବା ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଚଳିତ ବର୍ଷ ବୌଦ୍ଧ ଜିଲ୍ଲା ରୁ ୨୦୦ ଖଣ୍ଡ ଅସନ ଧଉରା ଫାସୀ…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା। ଏହା ଜାଣି ପାରି ଚାଳକ ଟ୍ୟାଙ୍କରକୁ ସେଠାରେ ଅଟକାଇଥିଲେ। ତେବେ ଟ୍ୟାଙ୍କରରୁ ବହୁ ପରିମାଣରେ ଗ୍ୟାସ…

ଶ୍ରୀରାମ ବିଜୟା ଦଶମୀ ମହୋତ୍ସବ ଉପଲକ୍ଷେ ବିଶାଳ କଳସ ଶୋଭାଯାତ୍ରା

ଏହି ଜିଲାର ଧାମନଗର ମାଟିର ଐତିହ୍ୟ ପରମ୍ପରା ଓ ସାଂସ୍କୃତିକ ପରିଚୟ ଶ୍ରୀରାମ ବିଜୟା ଦଶମୀ ମହୋତ୍ସବ ଉପଲକ୍ଷେ ବିଶାଳ କଳସ ଶୋଭାଯାତ୍ରା ସହ ମହାଯଜ୍ଞ ଆରମ୍ଭ ହୋଇଥିବା ବେଳେ ଉତ୍ସବ ମୁଖର ଧାମନଗର ସହର। ଶନିବାର ସକାଳ ୭ଘଟିକା ସମୟରେ…

ଅଙ୍ଗ ପ୍ରତିରୋପଣ ଏବଂ ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ, ଏମ୍ସ ଭୁବନେଶ୍ବର ଓ ନାମ୍ସ ପକ୍ଷରୁ ଆଞ୍ଚଳିକ ଚିକିତ୍ସା ଶିକ୍ଷା କାର୍ଯ୍ୟକ୍ରମ

ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ଅଙ୍ଗ ପ୍ରତିରୋପଣର ଚାହିଦା। ଏହାର ଗୁରୁତ୍ୱକୁ ଉପଲବ୍ଧି କରିବା ସହିତ, ବ୍ୟାପକ ସଚେତନତା ପ୍ରସାର, ସଂସ୍ଥାଗତ ପ୍ରସ୍ତୁତିକୁ ଦୃଢ଼ କରିବା, ଅଙ୍ଗଦାତାଙ୍କ ସଂଖ୍ୟା ବିସ୍ତାର କରିବା ଏବଂ ପ୍ରତିରୋପଣ ଫଳାଫଳକୁ ଉନ୍ନତ କରିବା ପାଇଁ…

୧୧,୨୦୦ କୋଟି ଟଙ୍କା ନିବେଶରେ ନିର୍ମିତ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଜିଓ୍ବାରଠାରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଗର୍ବ ଓ ଆନନ୍ଦ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ବିକଶିତ ଉତ୍ତରପ୍ରଦେଶ ଓ ବିକଶିତ ଭାରତ ଅଭିଯାନ କ୍ଷେତ୍ରରେ…

ଅଭିଯୁକ୍ତ ଚମ୍ପଟ୍‌ ଘଟଣା, ୩ପୋଲିସ ସସ୍‌ପେଣ୍ଡ୍

ଯାଜପୁର ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ୍‌ ଘଟଣାରେ ୩ ସସ୍‌ପେଣ୍ଡ୍।ବ୍ରହ୍ମବରଦା ଥାନାର ଜଣେ ASI ଓ ୨ କନଷ୍ଟେବଲ୍‌ ସସ୍‌ପେଣ୍ଡ୍‌।ଜଣେ ASI ଓ ୨ କନଷ୍ଟେବଲ୍‌ ସସ୍‌ପେଣ୍ଡ୍‌ ନେଇ ଯାଜପୁର SPଙ୍କ ସୂଚନା।ଚୋରି ମାମଲାରେ ପଚରାଉଚରା ପାଇଁ ଥାନାକୁ ଆଣିଥିଲେ, ଚମ୍ପଟ୍‌…

ଲାଞ୍ଜିପଲ୍ଲୀ ଇସ୍କନ୍ ମନ୍ଦିରରେ ଶ୍ରୀରାମ ନବମୀ ପାଳିତ*

ଟିଟିଲାଗଡ଼ ରୁ ଓଡିଶା ବ୍ୟୟୁରୋ ମୁଖ୍ୟ ସନ୍ତୋଷ କୁମାର ପଟ୍ଟନାୟକ ଙ୍କ ରିପୋର୍ଟ ଶ୍ରୀ କ୍ଷେତ୍ର ଲାଇଭ ଲାଞ୍ଜିପଲ୍ଲୀ ସ୍ଥିତ ଇସ୍କନ୍ ବ୍ରହ୍ମପୁର – ଶ୍ରୀ ଶ୍ରୀ ରାଧା ରାଧାକାନ୍ତ ମନ୍ଦିରରେ ଶ୍ରୀ ରାମ ନବମୀ ମହୋତ୍ସବ ଖୁବ୍ ହର୍ଷ ଓ…

ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

ନୂଆଦିଲ୍ଲୀ: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାର ପାଇଁ ରେଲୱେ ପକ୍ଷରୁ ବଡ ଘୋଷଣା। ସେନା ମେଡାଲ, ନୌସେନା ମେଡାଲ, ବାୟୁସେନା ମେଡାଲ ପାଇଥିବା ଯବାନଙ୍କ ପାଇଁ ଏହି ସୁବିଧା ମିଳିବ। ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ଦେୟମୁକ୍ତ…

“ରାଜ୍ୟରେ ଗ୍ୟାସ୍‌ ଅଭାବ ନାହିଁ: ଯୋଗାଣ ମନ୍ତ୍ରୀଙ୍କ ସ୍ପଷ୍ଟୀକରଣ”

ଭୁବନେଶ୍ୱର:ଓଡ଼ିଶାରେ ଏଲପିଜି ସହ ପେଟ୍ରୋଲ୍ ଓ ଡିଜେଲ୍‌ର କୌଣସି ଅଭାବ ନାହିଁ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ବିଧାନସଭା ପରିସରରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।ମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ଗ୍ୟାସ୍‌, ପେଟ୍ରୋଲ୍ ଓ ଡିଜେଲ୍‌ର ପ୍ରଚୁର ମହଜୁଦ୍‌ ରହିଛି…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

 ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା ଏବଂ ରୋଷେଇ ଘରେ ସିଲିଣ୍ଡରରେ ଧୂଳି ଜମା ହେବା ଆରମ୍ଭ କଲା। ଏହା କେବଳ…

error: Content is protected !!